ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା।

Nov 25, 2025 - 18:40
 11
ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା।

ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା।

ଧର୍ମଧ୍ବଜା ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡ଼ୁଥିବା ଗେରୁଆ ରଙ୍ଗର ପତାକାରେ ରହିଛି ଉଜ୍ଜ୍ୱଳ ‘ସୂର୍ଯ୍ୟ’ ଓ ଲେଖାଯାଇଛି ‘ଓମ୍‌’। 

ମାର୍ଗଶିର ମାସ ଶୁକ୍ଳପକ୍ଷ ପଞ୍ଚମୀରେ ଧ୍ବଜାରୋହଣ ହୋଇଛି

ରାମସୀତାଙ୍କ ବିବାହ ପଞ୍ଚମୀରେ ଧର୍ମଧ୍ବଜା ସ୍ଥାପନା କରାଯାଇଛି

ଧର୍ମଧ୍ବଜାର ଉଚ୍ଚତା ୧୦ ଫୁଟ୍ ଓ ଲମ୍ବ ୨୨ ଫୁଟ୍। 

ଧର୍ମଧ୍ବଜାରେ ରହିଛି କାଞ୍ଚନ ଗଛର ପ୍ରତିଛବି। 

ଧର୍ମଧ୍ବଜା ସ୍ଥାପନା ପରେ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର ପ୍ରତୀକ।

ଧର୍ମଧ୍ବଜା ପ୍ରତିଶ୍ରୁତି ପାଳନର ପ୍ରତୀକ। 

ବିଗତ ୧୧ ବର୍ଷରେ ସବୁ ବର୍ଗକୁ ବିକାଶରେ ଯୋଡ଼ା ଯାଇଛି। 

ତେଣୁ ଆମକୁ ଭବିଷ୍ୟତ ପିଢ଼ି ପାଇଁ କାର୍ଯ୍ୟ କରିବାକୁ ପଡ଼ିବ।