'ଇଣ୍ଡିଆନ୍ ଆଇଡଲ୍'ର ଫାଇନାଲରେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ
ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଜାତୀୟ ସ୍ତରର ପ୍ରତିଷ୍ଠିତ ସଙ୍ଗୀତ ମହାମଞ୍ଚ 'ଇଣ୍ଡିଆନ୍ ଆଇଡଲ୍'ର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଓଡ଼ିଶାର ସୁଯୋଗ୍ୟା କନ୍ୟା ଜ୍ୟୋତିର୍ମୟୀ ନାୟକ ସମ୍ପୂର୍ଣ୍ଣ ଓଡ଼ିଶା ପାଇଁ ଗୌରବ ଆଣିଦେଇଛନ୍ତି । ନିଜ ସୁମଧୁର କଣ୍ଠସ୍ୱର ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି ।