ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ନାମାଙ୍କନ ପ୍ରକ୍ରିୟା ସମ୍ପନ୍ନ ହୋଇଛି

Oct 10, 2026 - 10:09
 3
ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ନାମାଙ୍କନ ପ୍ରକ୍ରିୟା ସମ୍ପନ୍ନ ହୋଇଛି

ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ନାମାଙ୍କନ ପ୍ରକ୍ରିୟା ସମ୍ପନ୍ନ ହୋଇଛି।

ନିର୍ବାଚନକୁ ଶୃଙ୍ଖଳିତ ଓ ସ୍ୱଚ୍ଛ ଭାବେ ପରିଚାଳିତ କରିବା ଉଦ୍ଦେଶ୍ୟରେ ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲଙ୍କ ପ୍ରତ୍ୟକ୍ଷ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ନିୟନ୍ତ୍ରଣ କକ୍ଷରୁ ସାରା ରାଜ୍ୟର ସ୍ଥିତି ନିରବଚ୍ଛିନ୍ନ ଭାବେ ଲାଇଭ୍ ମନିଟରିଙ୍ଗ କରାଯାଇଛି।