ଓଡିଶା ଗସ୍ତରେ ଉପରାଷ୍ଟ୍ରପତି ସିପି ରାଧା କ୍ରିଷ୍ଣନ...

Nov 9, 2026 - 12:57
 2
ଓଡିଶା ଗସ୍ତରେ ଉପରାଷ୍ଟ୍ରପତି ସିପି ରାଧା କ୍ରିଷ୍ଣନ...

ଆସନ୍ତା ୧୫ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

୧୬ରେ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ

ବିଧାନସଭାରେ ହେବାକୁ ଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ