କଟକ SCB ମେଡିକାଲ ରେ ମୁଖ୍ୟମନ୍ତ୍ରୀ...
କଟକ SCB ମେଡିକାଲ ରେ ମୁଖ୍ୟମନ୍ତ୍ରୀ...
କଟକ SCB ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା । ଚିକିତ୍ସାଧୀନ ଆହତ ବ୍ୟକ୍ତିମାନଙ୍କ ସହିତ ଭେଟି ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଡାକ୍ତର ଓ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ପରେ ରୋଗୀମାନଙ୍କୁ ଆବଶ୍ୟକ ଚିକିତ୍ସା ଓ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ