ଖରା ଛୁଟି ନିଷ୍ପତ୍ତି ଜିଲ୍ଲାପାଳଙ୍କ ମର୍ଜିରେ...
ଖରା ଛୁଟି ନିଷ୍ପତ୍ତି ଜିଲ୍ଲାପାଳଙ୍କ ମର୍ଜିରେ...
ଖରାଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ
ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ
ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ହେବ
‘ପିଲାମାନଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ ଗୁରୁତ୍ବ ଦିଆଯିବ
ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଗରମ ହେଉଛି
SRCଙ୍କ ହିଟ୍ ୱେଭ୍ ସମୀକ୍ଷା ପରେ ହିଁ ଖରାଛୁଟି ନିଷ୍ପତ୍ତି ନିଆଯିବ
ଖରାଛୁଟିର ନିଷ୍ପତ୍ତି ଖୁବ ଶୀଘ୍ର ସାର୍ବଜନୀନ କରାଯିବ ବୋଲି ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ