ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶିତ...

May 2, 2026 - 18:49
 6
ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶିତ...

ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ।

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ

ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ

୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

Cରେ ୧,୨୯,୮୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ