ଚିଟଫଣ୍ଡ ଦ୍ୱାରା କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କ ପାଇଁ ଖୁସି ଖବର .

ଚିଟଫଣ୍ଡ ଦ୍ୱାରା କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କ ପାଇଁ ଖୁସି ଖବର .

ଗତ ୨୦୧୪ ମସିହା ରୁ ୨୦୨୪ ମସିହା ମଧ୍ୟରେ ଦୀର୍ଘ ୧୦ ବର୍ଷ ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା BJD ସରକାର ଫେରସ୍ତ କରି ପାରିଥିଲେ |
BJP ସରକାର ଆସିବା ପରେ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଦେଇଥିବା ପ୍ରତିଶୃତି ଅନୁଯାୟୀ  ମୁଖ୍ୟମନ୍ତ୍ରୀ ତଥା ମୋହନ ସରକାର ଫେରସ୍ତ ପାଇଁ ପ୍ରକିୟା ଆରମ୍ଭ କରିଛନ୍ତି |
 ଯ ଦ୍ୱାରା ସେହି  ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଓ ଜିଲ୍ଲାସ୍ତରକୁ ବିକେନ୍ଦ୍ରିକରଣ କରାଯାଇଛି |
ଏହା ମଧରେ ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଏକ ବର୍ଷ ମଧ୍ୟରେ ୧, ୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭. ୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି |
ଖୁବ ଶୀଘ୍ର ଅର୍ଥାତ ୩-୪ ମାସ ମଧ୍ୟରେ ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି |