ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ।

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ। ପ୍ରେସ୍‌ ରିଲିଜ୍‌ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି। ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା। ଶ୍ରୀବିଗ୍ରହ ଦାରୁ ବ୍ୟତୀତ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ ବାରଣ। ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରି ପୂଜା କରିବା ଉଚିତ ନୁହେଁ। Avnews24 ଭୁବନେଶ୍ୱର ରଶ୍ମିରଂଜନ ମିଶ୍ର

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ।