ଦେଶରେ ନିର୍ବାଚନ ଆୟୋଗ ସମ୍ପୂର୍ଣ ସ୍ବାଧୀନ ଓ ନିରପେକ୍ଷ...

Nov 9, 2025 - 11:49
 5
ଦେଶରେ ନିର୍ବାଚନ ଆୟୋଗ ସମ୍ପୂର୍ଣ ସ୍ବାଧୀନ ଓ ନିରପେକ୍ଷ...

ଦେଶରେ ନିର୍ବାଚନ ଆୟୋଗ ସମ୍ପୂର୍ଣ ସ୍ବାଧୀନ ଓ ନିରପେକ୍ଷ...

"ସୁଗମ୍ୟ ଭାରତ ଅଭିଯାନରେ ଦିବ୍ୟାଙ୍ଗଙ୍କୁ ୧୬ ହଜାରରୁ ଅଧିକ ସାଇକେଲ୍ ଯୋଗାଇ ଦିଆଯାଇଛି"

"ଚାକିରି ଏବଂ ଶିକ୍ଷା କ୍ଷେତ୍ରରେ ଦିବ୍ୟାଙ୍ଗଙ୍କ ସଂରକ୍ଷଣ ସୁବିଧାକୁ ୩ରୁ ୪%କୁ ବୃଦ୍ଧି କରାଯାଇଛି"

“ଦେଶରେ ନିର୍ବାଚନ ଆୟୋଗ ସମ୍ପୂର୍ଣ୍ନ ସ୍ବାଧୀନ ଏବଂ ନିରପେକ୍ଷ ଭାବେ କାମ କରୁଛନ୍ତି"

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ କେନ୍ଦ୍ର କେନ୍ଦ୍ର ସରକାର ଦେଶର ମହିଳା ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ପାଇଁ ॥ଇଁ ଅନେକ ଯୋଜନା ପ୍ରଣୟନ ପ୍ରଣୟନ କରିଥିବା କହିଛ କହିଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ। ଆଜି ଭୁବନେଶ୍ବରଠାରେ ଏକ ସାମ୍ବା ମ୍ବାଦିକ ସମ୍ମିଳନୀକୁ ସମ୍ବୋଧୂତ କରି ସେ ମୋଦୀ ସରକାର ଅନେକ ଯୋଜନା ଆଣିଛନ୍ତି। କହିଛନ୍ତି, ଦିବ୍ଯାଙ୍ଗଙ୍କ କଲ୍ଯାଣ ପାଇଁ ଛନ୍ତି। ସୁଗମ୍ୟ ଭାରତ ଯୋଜନା ଦିବ୍ଯାଙ୍ଗଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ସହିତ ସେମାନଙ୍କ ।ନଙ୍କର ଅଧୂକାର ସୁରକ୍ଷା ସୁନିଶ୍ଚିତ କରୁଛି। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ଦିବ୍ୟାଙ୍ଗମାନଙ୍କୁ ୧୬ ହଜାରରୁ ଅଧୂକ ସାଇକେଲ୍‌ ଏବଂ ସହାୟତା ଉପକରଣ ଯୋଗାଇ ଦିଆଯାଇଛି। ଦିବ୍ୟାଙ୍ଗଙ୍କ ପାଇଁ ସରକାରୀ ଚାକିରି ଏବଂ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ସୁବିଧାକୁ ୩ରୁ ୪%କୁ ବୃଦ୍ଧି କରାଯାଇଛି ବୋଲି ସେ କହିଛନ୍ତି।

ଯୋଜନା ଶ୍ରୀ ଅଠାୱଲେ ଆହୁରି କହିଛନ୍ତି, କେନ୍ଦ୍ର ସରକାର ବରିଷ୍ଠ ନାଗରିକଙ୍କ ପାଇଁ ମଧ୍ୟ ଅନେକ ଯୋଜନା ଆଣିଛନ୍ତି। ଅବସର ପରେ ସେମାନଙ୍କୁ ରୋଜଗାରକ୍ଷମ କରିବା ଲାଗି ଯୋଜନା କାର୍ଯ୍ୟକାରୀ କରାଯାଇଛି । ଅନୁରୂପ ଭାବେ ମହିଳାଙ୍କ ପାଇଁ ମଧ୍ୟ ବିଭିନ୍ନ ଯେ କାର୍ଯ୍ୟକାରୀ କରାଯାଇଥିବା କେନ୍ଦ୍ର ମନ୍ତ୍ରୀ କହିଛନ୍ତି ।

ବିରୋଧୀମାନେ ଆଣିଥିବା ଭୋଟ୍ ଚୋରି ଅଭିଯୋଗ ଖଣ୍ଡନ କରିବା ସହିତ ଏହି ପ୍ରସ ମତ ରଖ୍ ଶ୍ରୀ ଅଠାୱଲେ କହିଛନ୍ତି, ନିର୍ବାଚନ ଆୟୋଗ ଦେଶର ନିର୍ବାଚନ ପ୍ରକ୍ରିୟାକୁ ୟାକୁ ସ୍ବଚ୍ଛ ଏବଂ ପାରଦର୍ଶୀ କରିବା ଲାଗି ପଦକ୍ଷେପ ନେଉଛନ୍ତି । ଗତ ଲୋକସଭା ନିର୍ବାଚନ ସମ ବିରୋଧୀ ଦଳଗୁଡ଼ିକୁ ପୂର୍ବାପେକ୍ଷା ଅଧୂକ ଆସନ ମିଳିବା ସମୟରେ ଏଭଳି ଅଭିଯୋଗ ଆସିନଥୂଲା। ଯେଉଁଠି ବିରୋଧୀ ଦଳ ପରାଜିତ ହେଉଛି ସେଠାରେ ଏଭଳି ଅଭିଯୋଗ ଆସୁଛି। ଇଭିଏମରେ ମତଦାନ ବ୍ୟବସ୍ଥା ପୂର୍ବ ସରକାରଙ୍କ ଅମଳରେ ଆସିଥିଲା। ଏନଡିଏ ସରକାର ଏହି ବ୍ୟବସ୍ଥା କରିନାହାନ୍ତି। ଇଭିଏମକୁ ନେଇ କୌଣସି ଅଭିଯୋଗ ଆଣିବା ଭିତ୍ତୀହୀନ । ଭୋଟ୍ ଚୋରି ସମ୍ପର୍କରେ କୌଣସି ଅଭିଯୋଗ ଥିଲେ ତଥ୍ୟ ପ୍ରମାଣ ସହିତ ସଙ୍ଗରେ ସମୟରେ

ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବା ଉଚିତ୍ ହେବ ବୋଲି ସେ କହି କହିଛନ୍ତି । କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ନିର୍ବାଚନ ଆୟୋଗ ସମ୍ପୂର୍ଣ୍ଣ ସ୍ବାଧୀନ ଏବଂ ନିରପେକ୍ଷ ଭାବେ କାମ କରୁଛନ୍ତି ଏବଂ ଆୟୋଗଙ୍କ ଉପରେ ସରକାରଙ୍କର କୌଣସି ପ୍ରଭାବ ନାହିଁ ।