ନାମାଙ୍କନ ଦାଖଲ କରିଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ

Aug 21, 2025 - 11:26
 5
ନାମାଙ୍କନ ଦାଖଲ କରିଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ବଡ଼ ବଡ଼ ନେତା ଏହି ସମୟରେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ମୋଦିି ନିଜେ ପ୍ରସ୍ତାବକ ହୋଇଛନ୍ତି। ଏହା ଆଗରୁ ଆଜି ସକାଳେ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ସିପି ରାଧାକ୍ରିଷ୍ଣନ।