ନୂଆପଡାର ବିଜେପି କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ"

Nov 7, 2025 - 20:01
 14
ନୂଆପଡାର ବିଜେପି କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ"

ନୂଆପଡାର ବିଜେପି କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ" କୁ ସାମୁହିକ ଭାବେ ଗାନ କରାଯାଇଛି |ଏହି କାର୍ଯ୍ୟକ୍ରମ ରେ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟାକ୍ଷ, ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ବିଧାୟକ ଓ ଅନ୍ୟ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ |