ନୂଆପଡା ଉପନିର୍ବାଚନ ହାଲଚାଲ...

Nov 11, 2025 - 13:19
 12
ନୂଆପଡା ଉପନିର୍ବାଚନ ହାଲଚାଲ...

ନୂଆପଡ଼ା ଉପନିର୍ବାଚନ ରେ ନିୟୋଜିତ ଥିବା ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ ହୋଇଥିବା ସୂଚନା। 

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍ ଏସ୍ ଗୋପାଳନ କହିଛନ୍ତି ଯେ କୁଳିଆବନ୍ଧ ୩୬ ନଂ ବୁଥ୍‌ର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ ହୋଇଛନ୍ତି।

ସସ୍‌ପେଣ୍ଡ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ।

ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। 

ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି।