ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ଵିବେଦୀ...

Mar 29, 2026 - 14:31
 6
ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ଵିବେଦୀ...

ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ଵିବେଦୀ...

ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଜଗନ୍ନାଥ ଦର୍ଶନ କରିଛନ୍ତି। 

ପରିବାର ସହ ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ। 

ଦର୍ଶନ ପରେ ସେ କହିଛନ୍ତି ଯେ ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ମୁଁ ନିଜକୁ ଧନ୍ୟ ମନେ କଲି

ଭାରତୀୟ ସେନା ଉପରେ ମହାପ୍ରଭୁଙ୍କ ଆଶୀର୍ବାଦ ସର୍ବଦା ରହିଥାଉ ବୋଲି ସେ ପ୍ରାର୍ଥନା କରିଛନ୍ତି। 

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ।