ପୁରୀର ମଠାଧୀଶମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ପୁରୀର ବିଭିନ୍ନ ମଠ ମନ୍ଦିରର ଉନ୍ନତିକରଣ ବିଷୟରେ ଆଲୋଚନା କରିଛନ୍ତି ।
ପୁରୀର ମଠାଧୀଶମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ପୁରୀର ବିଭିନ୍ନ ମଠ ମନ୍ଦିରର ଉନ୍ନତିକରଣ ବିଷୟରେ ଆଲୋଚନା କରିଛନ୍ତି ।
ଏହି ଅବସରରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୁରୀ ସାଂସଦ ଶ୍ରୀ ସମ୍ୱିତ ପାତ୍ର, ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର ଏବଂ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଉପସ୍ଥିତ ଥିଲେ ।