ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା...

Jan 31, 2026 - 18:58
 3
ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା...

ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା...

କୋର୍ଟ ଅବମାନନାରେ ଫସିଛନ୍ତି ପୁରୀ ଜିଲ୍ଲାପାଳ

ପୁରୀ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ୍

ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରାଗଲା

ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ଜିଲ୍ଲାପାଳ

ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜବାବ ତଲବ

୩ ସପ୍ତାହ ମଧ୍ୟରେ ଜବାବ ଦଖଲ ପାଇଁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

୧୯୮୭ ମସିହାରେ ଅଭୟାରଣ୍ୟ ପାଇଁ ଜାରି ହୋଇଥିଲା ବିଜ୍ଞପ୍ତି

ବିଜ୍ଞପ୍ତିର ୩୯ ବର୍ଷ ପରେ ଵି ହୋଇନାହିଁ ଜମି ଅଧିଗ୍ରହଣ

ଜମି ମାଲିକଙ୍କୁ କ୍ଷତିପୂରଣ ଦିଆଯାଇନି 

 ଏପରିକି ଜମି ଛାଡ଼ ହୋଇନି

୨୦୨୪ ଡିସେମ୍ବର ସୁଦ୍ଧା ଚୂଡ଼ାନ୍ତ ନିଷ୍ପତି ନେବାକୁ କୋର୍ଟ ମହଲତ ଦେଇଥିଲେ