'ପୂର୍ବୋଦୟ ମିଶନ'ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ – ଧର୍ମେନ୍ଦ୍ର ପ୍ରଧାନ

Feb 3, 2026 - 20:09
 17
'ପୂର୍ବୋଦୟ ମିଶନ'ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ – ଧର୍ମେନ୍ଦ୍ର  ପ୍ରଧାନ

'ପୂର୍ବୋଦୟ ମିଶନ'ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ – ଧର୍ମେନ୍ଦ୍ର  ପ୍ରଧାନ

ପ୍ରଧାନମନ୍ତ୍ରୀ, ନ୍ତ୍ରୀ, କେନ୍ଦ୍ର ଅର୍ଥମନ୍ତ୍ରୀ ଏବଂ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ

'ଡେପି ଡେଡିକେଟେଡ୍ ଇଷ୍ଟ-ୱେ -ୱେଷ୍ଟ ଫ୍ରେଟ୍ କରିଡର' ଓଡ଼ିଶାର ଅର୍ଥ ଅର୍ଥନୀତି ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିବ

ରାଜ୍ୟରେ ପ୍ରାୟ ୯୦,୬୫୯ ୦,୬୫୯ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ

ପାଜନା'ରେ ୨,୪୩୯ କୋଟି ବ୍ୟୟରେ ୫୯ର୍ଟି ଷ୍ଟେସନର ଆଧୁନି 'ଅମୃତ ଷ୍ଟେସନ ଯୋଜନ ଧୁନିକୀକରଣ କାର୍ଯ୍ୟ ଜାରି

ଏହି ପଦ ପଦକ୍ଷେପ ମୋଦୀ ସରକା ସରକାରଙ୍କ 'ସେବା ଓ ସୁଶାସନ'ର ଏକ ଜ୍ବଳନ୍ତି ଉଦାହରଣ

୬ଟି ବନ୍ଦେ ଭାରତ ଓ ୬ଟି ଅମୃତ ଭାରତ ଏକ୍ସପ୍ରେସ ଯାତ୍ରୀ ପରିବହନ ସେବାକୁ ଅଧ୍ଵ ଧୂକ ସୁଗମ କରିଛି

ନୂଆଦିଲ୍ଲୀ/ଭୁବନେଶ୍ବର, ଫେବୃୟାରୀ ୦୨ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର

ସରକାର ଓଡ଼ିଶାର ପ୍ରଗତି ଓ ଭିତ୍ତିଭୂମି ବିକା ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରିଛନ୍ତି । କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଆର୍ଥିକ ବର୍ଷରେ ଓଡ଼ିଶାର ରେଳ ରିଳ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ପାଇଁ ୧୦,୯୨୮ କୋଟି ଟଙ୍କାର ଐତିହାସିକ ଅନୁଦାନ ପ୍ରଦାନ କରାଯାଇଛି, ଯାହା 'ପୂ 'ପୂର୍ବୋଦୟ ମିଶନ' ଅଧୀନରେ ଓଡ଼ିଶାକୁ ମିଳିଥିବା ଏହି ରେକର୍ଡସଂଖ୍ୟକ ଅନୁଦାନ ରାଜ୍ୟର ପ୍ରଗତି ପଥକୁ ପ୍ରଶସୃ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହି ରେକର୍ଡସଂଖ୍ୟକ ଅନୁଦାନ ପାଇଁ ଶ୍ରୀ ପ୍ରଧା ପ୍ରଧାନ 'ଏକ୍ସ'ରେ_ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ରେଳ ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି ଯେ ମୋଦୀ ସର ମାଦୀ ସରକାରଙ୍କ ସମୟରେ ଓଡ଼ିଶାକୁ ମିଳିଥିବା ଏହି ଅନୁଦାନ ୨୦୦୯-୧୪ ମସିହା କଂଗ୍ରେସ ସରକାର ତୁଳନାରେ ହାରାହାରି ୧୩ ଗୁଣ ଅଧୂକ । ବର୍ତ୍ତମାନ ରାଜ୍ୟରେ ପ୍ରାୟ ୯୦,୬୫୯ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ଗତ ୧୧ ବର୍ଷରେ ରାଜ୍ୟରେ ୨,୨୦୦ କିମିର ନୂଆ ରେଳ ଟ୍ରାକ୍ ନିର୍ମାଣ ହୋଇସାରିଛି, ଯାହା ମାଲେସିଆ ଭଳି ଦେଶର ସମ୍ପୂର୍ଣ୍ଣ ରେଳ ରେଳ ନେଟୱର୍କଠାରୁ ନେଟୱ ମଧ୍ୟ ଅଧୂକ । ଏଥିସହିତ ଓଡ଼ିଶା ଏବେ ଶତପ୍ରତିଶତ ରେଳ ବିଦ୍ୟୁତୀକରଣର ଗୌରବ ହାସଲ କରିଛି, ଯାହା ମୋଦୀ ସରକାରଙ୍କ 'ସେବା ଓ ସୁଶାସନ'ର ଏକ ଜ୍ବଳନ୍ତି ଉଦାହର ହରଣ ।

ସେ ଆହୁରି କହିଛନ୍ତି, ଓଡ଼ିଶ କହିଛନ୍ତି, ଓଡ଼ିଶାରେ 'ଅମୃତ ଷ୍ଟେସନ ଯୋଜନା' ମାଧ୍ଯମ ମରେ ୨,୪୩୯ କୋଟି ଟଙ୍କା ବ୍ୟୟରେ ୫୯ଟି ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ଜାରି ରହିଛି। ଏହା ମଧ୍ୟରୁ କଟକ, ତାଳଚେର, ବାରିପଦା, ବରପାଲି, ବିମଳାଗଡ଼ ଓ ପାରଳାଖେମୁଣ୍ଡିରେ ୬ଟି ଷ୍ଟେସନର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି । ରାଜ୍ୟରେ ଚଳାଚଳ କରୁଥିବା ୬ଟି ବନ୍ଦେ ଭାରତ ଓ ୬ଟି ଅମୃତ ଭାରତ ଏକ୍ସପ୍ରେସ ଯାତ୍ରୀ ପରିବହନ ସେବାକୁ ଅଧୂକ ସୁଗମ କରିଛି । ଯାତ୍ରୀଙ୍କ ସୁରକ୍ଷା ପାଇଁ ୬୩୨ଟି ଫ୍ଲାଏଓଭର ଏବଂ ଅଣ୍ଡରପାସ୍ ନିର୍ମାଣ କରାଯାଇଛି ଏବଂ ଅତ୍ୟାଧୁନିକ 'କବଚ' ସୁରକ୍ଷା ପ୍ରଣାଳୀର ବ୍ୟାପକ ପ୍ରୟୋଗ କରାଯାଉଛି ।

ଚଳିତ ବଜେଟରେ ପ୍ରସ୍ତାବିତ 'ଡେଡିକେଟେଡ୍ ଇଷ୍ଟ-ୱେଷ୍ଟ ଫ୍ରେଟ୍ କରିଡର' ଓଡ଼ିଶାର ଅର୍ଥନୀତି ପାଇଁ ଏକ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିବାକୁ ଯାଉଛି । ଏହି କରିଡର ପଶ୍ଚିମବଙ୍ଗ ଠାରୁ ଝାଡଖଣ୍ଡ ଏବଂ ଓଡ଼ିଶା ଦେଇ ଛତିଶଗଡ଼, ମହାରାଷ୍ଟ୍ର ଓ ଗୁଜରାଟକୁ ସଂଯୋଗ କରିବା ସହ ରାଜ୍ୟର ଶିଳ୍ପାୟନ ଓ ଯାତ୍ରୀସେବା କ୍ଷେତ୍ରରେ ଏକ ଯୁଗାନ୍ତିକାରୀ ପରିବର୍ତ୍ତନ ଆଣିବ । ଏହି ରେକର୍ଡସଂଖ୍ୟକ ଅନୁଦାନ 'ପୂର୍ବୋଦୟ ମିଶନ' ଅଧୀନରେ ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ନୂତନ ନିଯୁକ୍ତି ସୃଷ୍ଟି କରିବା ସହ ଏହ 'ବିକଶିତ ଓଡ଼ିଶା' ଗଠନରେ ଏକ ଦୃଢ଼ ସ୍ତମ୍ଭ ସାଜିବ ବୋଲି ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି