ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସର ରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାସୁମନ ଅର୍ପଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,ବାଚସ୍ପତି ଶ୍ରୀମତୀ ସୁରମା ପାଢୀ,ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ବିଧାୟକ ବୃନ୍ଦ ।