ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

Mar 20, 2026 - 08:44
 8
ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ପଶ୍ଚିମ ଏସିଆର ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହ ଉତ୍ତେଜନା ହ୍ରାସର ଆବଶ୍ୟକତାକୁ ଗୁରୁତ୍ବ ଦେଇଛନ୍ତି

୧୯ ମାର୍ଚ୍ଚ ୨୦୨୬: ପିଆଇବି ଦିଲ୍ଲୀ

ପ୍ରଧାନମନ୍ତ୍ରୀ ଶ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଏସିଆର ପରିସ୍ଥିତି ଏବଂ ଉତ୍ତେଜନା ହ୍ରାସ ତଥା ଆଲୋଚନା ଏବଂ କୁଟନୀତିକୁ ଫେରିବାର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହ ଆଲୋଚନା କରିଛନ୍ତି । ଶ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରନ ଏହି ଅଞ୍ଚଳ ସହ ଅନ୍ୟାନ୍ୟ ରେ ଶାନ୍ତି ଏବଂ ସ୍ଥିରତାକୁ ଆଗକୁ ବଢ଼ାଇବା ପାଇଁ ସେମାନଙ୍କର ଘନିଷ୍ଠ ସମନ୍ବୟ ଜାରି ରଖିବାକୁ ଅଞ୍ଚଳରେ ଆଶା ବ୍ୟକ୍ତି କରିଛନ୍ତି ।

ପ୍ରଧାନମନ୍ତ୍ରୀ ନ୍ଧୀ ଏକ୍ସରେ ଲେଖୁଛନ୍ତି:

“ପଶ୍ଚିମ ଏସିଆର ପରିସ୍ଥିତି ଏବଂ ଉତ୍ତେଜନା ହ୍ରାସର ଜରୁରୀ ଆବଶ୍ୟକତା, ଆଲୋଚନା ଏବଂ କୂଟନୀତିକୁ ଫେରିବା ବିଷୟରେ ମୋର ପ୍ରିୟ ବନ୍ଧୁ ଇମାନୁଏଲ ମାକ୍ରନଙ୍କ ସହ କଥା ହୋଇ ।

ଆମେ ଏହି ଅଞ୍ଚଳ ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଶାନ୍ତି ଓ ସ୍ଥିରତା ଆଗକୁ ବଢ଼ାଇବାକୁ ବାକୁ ଆମର ଘନିଷ୍ଠ ସମନ୍ବୟ ଜାରି ରଖୁବାକୁ ଆଶା କରୁଛୁ ।”