ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ କୋର୍ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ କୋର୍ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ମଧ୍ଯ ଉପସ୍ଥିତ ଥିଲେ ।
ଏହି ବୈଠକରେ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଓ ଶ୍ରୀ ବସନ୍ତ ପଣ୍ଡା, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡା. ସମ୍ବିତ ପାତ୍ର ଓ ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ମାନସ କୁମାର ମହାନ୍ତି ପ୍ରମୁଖଙ୍କ ଉପସ୍ଥିତରେ ରାଜ୍ୟର ସାମଗ୍ରିକ ରାଜନୈତିକ ପରିସ୍ଥିତି ଓ ଦଳୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଛି ।