ଭାରତ-ଇଂଲଣ୍ଡ ଶେଷ ଟେଷ୍ଟ ମ୍ୟାଚ: ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୨୫୫ ରନରେ ଆଗୁଆ

ଭାରତ-ଇଂଲଣ୍ଡ ଶେଷ ଟେଷ୍ଟ ମ୍ୟାଚ: ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୨୫୫ ରନରେ ଆଗୁଆ

ଆଜି ଭାରତ ଇଂଲଣ୍ଡ ଶେଷ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନ । ଆଜିର ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନମାନେ ଦମଦାର ବ୍ୟାଟିଂ କରିଛନ୍ତି । ଫଳରେ ଦଳ ୪୭୩ ରନର ବିଶାଳ ସ୍କୋର କରିପାରିଛି । ଦଳ ପକ୍ଷରୁ ୨ଟି ବ୍ୟାଟ୍ସମ୍ୟାନ ଶତକ ଓ ୩ଟି ବ୍ୟାଟ୍ସମ୍ୟାନ ଅର୍ଦ୍ଧଶତକ କରିଛନ୍ତି । ଫଳରେ ଦଳ ଏବେ ୨୫୫ ରନରେ ଆଗୁଆ ରହିଛି ।