ଭୁବନେଶ୍ବରରେ ରୋଜଗାର ମେଳା ଅନୁଷ୍ଠିତ
302 ଜଣ ଯୁବକଯୁବତୀଙ୍କୁ ସରକାରୀ ଚାକିରି ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ବର, 24 ଅକ୍ଟୋବର:
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବ୍ୟାପୀ ଆନ୍ଦେ ୟୋଜିତ ରୋଜଗାର ମେଳା କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ସମ୍ବୋଧୂତ କରିବା ସହିତ 51ହଜାର 'ଜାରରୁ ଅଧିକ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଛନ୍ତି । ଏହି କ୍ରମରେ ଭୁବନେଶ୍ବରସ୍ଥିତ ରେଳ ଅଡିଟୋରିୟମରେ ଆୟୋଜିତ ରାଜ୍ୟସ୍ତରୀୟ ରୋଜଗାର ମେଳା କାର୍ଯ୍ୟକ୍ରମରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ମୁଖ୍ୟ ଅତିଥ୍ ତିଥ୍ ଭାବେ ଯୋଗ ଦେ ଜଣ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିଛନ୍ତି । ନବନିଯୁକ୍ତ ପ୍ରାର୍ଥୀମାନଙ୍କୁ ଭାରତୀ ତୀୟ ଡାକ ବିଭାଗ, ରେଳବାଇ, ରାଷ୍ଟ୍ରାୟତ ବ୍ୟାଙ୍କ, କେନ୍ଦ୍ରୀୟ ଜିଏସଟି ଏସଟି, ସିଆର ଆରପିଏଫ ଭୁବନେଶ୍ବର ଏମ୍ସ ଆଦି ବିଭାଗ ଓ ପ୍ରତିଷ୍ଠାନରେ ନିଯୁକ୍ତି ମିଳି ମିଳିଛି । ଏହି ଅବସରରେ ସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଆଭାସୀ ସୀ ପ୍ରସାରଣ କରାଯାଇଥିଲା I
କାର୍ଯ୍ୟକ୍ରମରେ ଉଦବୋଧନ ଧନ ଦେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଓର ଓରାମ କହିଥିଲେ, ଏହି ମେଳାରେ ଓଡ଼ିଶାର ଅନେକ ଯୁବକଯୁବତୀ ନିଜର ସ୍ବପ୍ନକୁ ସାକାର କରିବାର ସୁଯୋଗ ପାଇଛନ୍ତି ନ୍ତି । ପ୍ରଧାନମନ୍ ଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ବରେ ଦେଶର ଯୁବପିଢ଼ିଙ୍କୁ ରୋଜଗାରକ୍ଷମ ଏବଂ ବଂ ଆତ୍ମନିର୍ଭରଶୀଳ ହେବାର ସୁଯୋଗ ପ୍ରଦାନ କରାଯାଉଛି । ରୋଜଗାର ସୃଷ୍ଟି କେବଳ ଏକ ସରକାର କାରୀ କାର୍ଯ୍ୟକ୍ରମ ନୁହେଁ, ଏହା ଯୁବବର୍ଗଙ୍କ ସଶକ୍ତିକରଣ ଓ ଦେଶର ଉନ୍ନତିର ମୂଳମନ୍ତ୍ର। ଏହି କାର୍ଯ୍ୟକ୍ରମରେ ରେ ନିଯୁକ୍ତିପତ୍ର ପାଇଥିବା ଯୁବବର୍ଗଙ୍କ ଆଶା ଓ ଉତ୍ସାହ ଦେଖ୍ କେନ୍ଦ୍ରମନ୍ତ୍ରୀ ପ୍ରଭାବିତ ହୋଇଥିଲେ ଏବଂ ସେମାନ ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସେ ଆହୁରି କହିଥିଲେ, ମୋଦୀ ସରକାର ଯୁବ ଶକ୍ତିକୁ ଦେଶର ପ୍ରଗତିର ମେରୁଦଣ୍ଡ ଭାବରେ ଦେଖୁଛନ୍ତି ଏବଂ ସେମାନଙ୍କର ଉଜ୍ଜ୍ବଳ ଭବିଷ୍ଯ ତ ନିର୍ମାଣ ପାଇଁ ପ୍ରତିଶ୍ରୁତିବଦ୍ଧ ଅଛନ୍ତି।