ଭୁବନେଶ୍ୱର ଗଜପତିନଗରରେ ଅକ୍ଷରଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠୁ ଅନୁଷ୍ଠିତ ହେବାକୁ ଯାଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଫେବୃଆରୀ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱର ଜନତା ମୈଦାନରେ ଏହି ସମ୍ମିଳନୀ ଚାଲିବ। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି। ଯାହା ଏହି ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର କାହାଣୀ ।ଲୋକାର୍ପିତ ହେଲା ଅକ୍ଷରଭୂମି । ଓଡ଼ିଆଙ୍କ ପାଇଁ ଉତ୍ସର୍ଗୀକୃତ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଗଜପତିନଗରରେ ଅକ୍ଷରଭୂମି ଲୋକାର୍ପିତ ।

ଭୁବନେଶ୍ୱର ଗଜପତିନଗରରେ ଅକ୍ଷରଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ଗଜପତିନଗରରେ ଅକ୍ଷରଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ଗଜପତିନଗରରେ ଅକ୍ଷରଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ