ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର ତାଙ୍କ ସରକାରୀ ବାସଭବନରେ ସେଲ୍ଫ ଏନୁମରେସନ୍

Apr 5, 2026 - 07:29
 8
ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର ତାଙ୍କ ସରକାରୀ ବାସଭବନରେ ସେଲ୍ଫ ଏନୁମରେସନ୍

ଜାତୀୟ ଜନଗଣନା ଆରମ୍ଭ ପରିପ୍ରେକ୍ଷୀରେ ମାନ୍ୟବର ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର ତାଙ୍କ ସରକାରୀ ବାସଭବନରେ ସେଲ୍ଫ ଏନୁମରେସନ୍ ( Self Enumeration) କରୁଛନ୍ତି I