ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ ପାଟି ଜାତୀୟ ପତାକା ଉତ୍ତୋଳନ ଅବସରରେ...
ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ ପାଟି ଜାତୀୟ ପତାକା ଉତ୍ତୋଳନ ଅବସରରେ...
ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗଠାରେ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରୁଛନ୍ତି ।
ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଉପମହାନିର୍ଦ୍ଦେଶକ କମୋଡର ବିକ୍ରମ ସିଂହ ମଧ୍ୟ ଉପସ୍ଥିତ ଅଛନ୍ତି-୨୬ ଜାନୁଆରୀ ୨୦୨୬