ମହାମହିମ ରାଷ୍ଟ୍ରପତି ୨୦ ତାରିଖ ରେ ଝାରସୁଗୁଡା ଦେଇ ଛତିଶଗଡ ଗସ୍ତ କରିବେ...

Nov 14, 2025 - 16:34
 9
ମହାମହିମ ରାଷ୍ଟ୍ରପତି ୨୦ ତାରିଖ ରେ ଝାରସୁଗୁଡା ଦେଇ ଛତିଶଗଡ ଗସ୍ତ କରିବେ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ

ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

୨୦ ତାରିଖରେ ଝାରସୁଗୁଡ଼ା ଦେଇ ଛତିଶଗଡ଼ ଯିବେ ରାଷ୍ଟ୍ରପତି

୨୭ରେ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

୨୦ରେ ସକାଳ ୧୦ଟା ୫ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ

ଝାରସୁଗୁଡ଼ାରୁ ବାୟୁସେନା ହେଲିକପ୍ଟରରେ ଛତିଶଗଡ଼ ଅମ୍ବିକାପୁର ଯିବେ

୨୭ରେ ଅପରାହ୍ୱ ୨ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ

ଅପରାହ୍ନ ୪ଟାରେ ରାଜଭବନ ସ୍ଥିତ ନୂଆ କଳିଙ୍ଗ ଅତିଥି ନିବାସ ଉଦ୍‌ଘାଟନ କରିବେ

ଅପରାହ୍ନ ୪ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ବିଧାନସଭାରେ ସମ୍ବୋଧନ କରିବେ

୨୮ ତାରିଖ ସକାଳ ୯ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରୁ ଲକ୍ଷ୍ନୌ ବାହାରିବେ