ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଯାଜପୁର ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରଛନ୍ତି
ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଯାଜପୁର ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତିର ସ୍ଥିତି ସମୀକ୍ଷା କରିବା ସହ ପ୍ରଭାବିତ ଲୋକଙ୍କ ସୁରକ୍ଷା, ରିଲିଫ୍ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।
*
*
*