ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କୁମ୍ଭମପାଟିଙ୍କ ସମ୍ମାନାର୍ଥେ ଆୟୋଜିତ ବିଦାୟକାଳୀନ ରାତ୍ର ଭୋଜନ..
ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କୁମ୍ଭମପାଟିଙ୍କ ସମ୍ମାନାର୍ଥେ ଆୟୋଜିତ ବିଦାୟକାଳୀନ ରାତ୍ର ଭୋଜନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଓଡ଼ିଶା ହାଇ କୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ, ବରିଷ୍ଠ ମନ୍ତ୍ରୀଗଣ ଓ ଅଧିକାରୀ ଗଣ |