ମାଲକାନଗିରି ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ

Jan 2, 2026 - 11:15
 3
ମାଲକାନଗିରି ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଡିସେମ୍ବର ୭ ଓ ୮ ତାରିଖରେ ମାଲକାନଗିରି ଜିଲ୍ଲାର ରାଖେଲଗୁଡା ଏବଂ ଏମ.ଭି. ୨୬ ଗ୍ରାମରେ ଘଟିଥ‌ିବା ହିଂସାକାଣ୍ଡ ଘଟଣା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ତା ୨୯.୧୨.୨୦୨୫ ରିଖରେ ଭୁବନେଶ୍ବର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ, ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମାନ୍ୟବର ମନ୍ତ୍ରୀ, ପୁଲିସ ମହାନିର୍ଦ୍ଦେଶକ, ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ, ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର-ତଥା- ଶାସନ ସଚିବ, ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଦକ୍ଷିଣ କେନ୍ଦ୍ରାଞ୍ଚଳ ଡ଼ିଆଇଜି, ମାଲକାନଗିରି ଜିଲ୍ଲାପାଳ ଓ ଆରକ୍ଷୀ ଅଧୂକ୍ଷକ ଅଂଶଗ୍ରହଣ କରିଥିଲେ । ଉକ୍ତ ବୈଠକରେ ଜିଲ୍ଲାର ବିଭିନ୍ନ ସମସ୍ୟା ବିଷୟରେ ଏବଂ ମୁଖ୍ୟତଃ ଜନଜାତିମାନଙ୍କର ଦୀର୍ଘଦିନବ୍ୟାପୀ ରହିଆସିଥିବା ଅସମାହିତ ପ୍ରସଙ୍ଗଗୁଡିକ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ନିମ୍ନଲିଖିତ ପଦକ୍ଷେପ ନେବାପାଇଁ ନିଷ୍ପତ୍ତ ନିଆଗଲା ।

**

**

**