ମା’ ସନ୍ତୋଷୀ ଦେବୀଙ୍କ ୧୯ତମ ବାର୍ଷିକୋତ୍ସବ ବିଶ୍ୱଶାନ୍ତି ଯଜ୍ଞ ଉପଲକ୍ଷେ ଭଜନ ସମାରୋହ

Apr 26, 2026 - 20:43
 6
ମା’ ସନ୍ତୋଷୀ ଦେବୀଙ୍କ ୧୯ତମ ବାର୍ଷିକୋତ୍ସବ ବିଶ୍ୱଶାନ୍ତି ଯଜ୍ଞ ଉପଲକ୍ଷେ ଭଜନ ସମାରୋହ

ମା’ ସନ୍ତୋଷୀ ଦେବୀଙ୍କ ୧୯ତମ ବାର୍ଷିକୋତ୍ସବ ବିଶ୍ୱଶାନ୍ତି ଯଜ୍ଞ ଉପଲକ୍ଷେ ଭଜନ ସମାରୋହ

ଭୁବନେଶ୍ଵର, ୨୬.୪ : ପ୍ରତିବର୍ଷ ପରି ଚଳିତବର୍ଷ ବିଶ୍ୱଶାନ୍ତି ମହାଯଜ୍ଞ ଉପଲକ୍ଷେ ମା’ ସନ୍ତୋଷୀଦେବୀଙ୍କ ୧୯ ତମ ବାର୍ଷିକ ଉତ୍ସବ ଉପଲକ୍ଷେ ବିଶ୍ୱଶାନ୍ତି ମହାଯଜ୍ଞ ତିନିଦିନ ଧରି ସ୍ଥାନୀୟ ବରମୁଣ୍ଡା ଗ୍ରାମଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ପିପିଲିରୁ ଏକ ଘଣ୍ଟୁଆ, ପଞ୍ଜାବୀ ଢୋଲ ବାଜା ଓ ବାଣ ଫୁଟାଯାଇ ୨୧ଜଣ ଭକ୍ତ ଏକ କଳସ ଶୋଭାଯାତ୍ରାରେ ମା’ ସନ୍ତୋଷୀ ଦେବୀଙ୍କ ପୀଠ ଠାରୁ ଶୁଭାରମ୍ଭ କରାଯାଇଥିଲା । ଏହି କଳସ ଯାତ୍ରା ନୀଳକଣ୍ଠେଶ୍ଵର ମନ୍ଦିର ପର୍ଯ୍ୟନ୍ତ ଯାଇ ବରମୁଣ୍ଡା । ଗ୍ରାମ ପରିକ୍ରମା କରିଥିଲା । ୨୩ ତାରିଖରେ ମା’ ସନ୍ତୋଷୀ ଦେବୀଙ୍କ ଅଙ୍କୁରୋପଣ କର୍ଯ୍ୟକ୍ରମ ହୋଇଥିବା ののの ୨୪ ତାରିଖ ରିଖରେ ଜଳଯାତ୍ରା, ମଣ୍ଡଳାଧୂବାଶ, ଘଟ ସ୍ଥାପନ, ୨୫ ତାରିଖରେ ସୂର୍ଯ୍ୟପୂଜା, ଗୋପୂଜା, ସର୍ବାଦେବ ଦେବାଦେବୀ ପୂଜା, ଙ୍କର ଷୋଡ଼ଶ ଉପଋର, ଅଗ୍ନିସ୍ଥାପନ, ଚଣ୍ଡୀପାଠ, ଆହୂତି, ହୋମ ଓ ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ପ୍ରାୟ ହଜାରରୁ ଉର୍ଦ୍ଧ୍ବ ଦେବୀଙ୍କର ଭକ୍ତ ଯେ ଯୋଗ ଦେଇଥିଲେ ।

ସମ୍ପାଦକ ସନତ ଏହି ବିଶ୍ୱଶାନ୍ତି ମହାଯଜ୍ଞ ଉତ୍ସବରେ ୩୮ ନମ୍ବର ନୂଆପଲ୍ଲୀ ୱାର୍ଡ଼ର କର୍ପୋରେଟର ପଦ୍ମଜା ପ୍ରିୟଦର୍ଶିନୀ ଜେନା, ନମ୍ବର ବରମୁଣ୍ଡା ମୁଣ୍ଡା ୱାର୍ଡ଼ର କର୍ପୋରେଟର ରାମଚନ୍ଦ୍ର ସିଂ, ଓଡ଼ିଶା ବିଧାନସଭାର ପୂର୍ବତନ ସଚିବ ଦାଶରଥ୍ ଶତପଥ୍, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପୂର୍ବତନ ଉପ-ସଚିବ ସୁରେନ୍ଦ୍ର କୁମାର ଶତପଥ୍, ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ସାଧାରଣ ନତ ମିଶ୍ର, ବରିଷ୍ଠ ସାମ ସାମ୍ବାଦିକ ବିବେକାନନ୍ଦ ଜେନା, ଦେବକାନ୍ତ ମହାପାତ୍ର, ବିଜୟ କୁମାର ପଣ୍ଡା ଓ ସୁମନ୍ତ ପଣ୍ଡା, ରାଇଜିଂ ଇଣ୍ଡିଆ ସିଟିଜେନ ଫୋରମର ସମ୍ପାଦକ ପ୍ରଭାସ ରଞ୍ଜନ ଦାସ, ସମାଜସେବୀ ସମରେନ୍ଦ୍ର ଜେନା ଓ ନେହେରୁ ସେନାପତି, ବରମୁଣ୍ଡା |ଣ୍ଡା ଗ୍ରାମର ବରିଷ୍ଠ ବୁଦ୍ଧିଜୀବୀ ନାରାୟଣ ପ୍ରଧାନ, ସୁରେନ୍ଦ୍ର ବିଶ୍ଵାଳ, ତପନ ସାହୁ, ରବୀନ୍ଦ୍ର ପ୍ରଧାନ ଓ ସରୋଜ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଭାବେ ଯୋଗ ଦେଇଥିଲେ । ମା’ ସନ୍ତୋଷୀ ଦେବୀଙ୍କ ମନ୍ଦିରର ପୂଜକ ଆଦିତ୍ଯ କୁମାର ସ୍ୱାଇଁ ଓ ସତ୍ୟଭାମା । ସ୍ବାଇଁଙ୍କ ଦ୍ବାରା ବିଶ୍ବ ବିଶ୍ୱଶାନ୍ତି ମହାଯଜ୍ଞ ଆୟୋଜନ କରାଯାଇଥିଲା । ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ସ ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ |କ ଶରତ ଚନ୍ଦ୍ର ବାରିକ ଓ ତାଙ୍କ ଦଳଙ୍କ ନିର୍ଦ୍ଦେଶନାରେ ରେ ଭଜନ ପରିବେଷଣ କରାଯାଇଥୁଲ । କଣ୍ଠଶିଳ୍ପୀ ସୁଭଦ୍ରା ଶୁଭଦର୍ଶିନୀ ଓ ସୁବର୍ଣ୍ଣ କୁମାରଙ୍କ ଭଜନ ଅତ୍ୟନ୍ତ ମନମୁଗ୍‌ଧୀ ଗ୍‌ଧକର ଓ ହୃଦୟସ୍ପର୍ଶୀ ଦୟସ୍ପର୍ଶୀ ହୋଇଥିଲା । ଏହି ଭଜନ କାର୍ଯ୍ୟକ୍ରମରେ କି ପ୍ୟାଡ଼ରେ ସରୋଜ ମହାନ୍ତି, ତବଲାରେ ବିଜୟ ମହାପାତ୍ର, ଢୋଲକରେ ରନ୍ଧାକର ନାଥ ଓ ନିର ପ୍ରମୁଖ ସହାୟତା କରିଥିଲେ । ବିଶ୍ୱ ରଞ୍ଜନ ସାହୁ, ସୁଧାଂଶୁ ଶେଖର ମହାନ୍ତି, ଦୀପକ ସ୍ୱାଇଁ ପ୍ରମୁଖ ଏହି କାର୍ଯ୍ୟକ୍ ସହଯୋଗ କରିଥିଲେ । ବିଶ୍ୱଶାନ୍ତି ଶାନ୍ତି ମହାଯଜ୍ଞରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଯୋଗ ନିରଞ୍ଜନ ସାହୁ ର୍ଯ୍ୟକ୍ରମର ପରିସ୍ଖଳନା ନାରେ ଦେଇଥିଲେ ।