ମୁଖ୍ୟମନ୍ତ୍ରୀ ଆଇନ ଶୃଙ୍ଖଳା ପରିସ୍ଥିତି ଦିଗରେ ହେଲେ କଠୋର...
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି
ମୁଖ୍ୟମନ୍ତ୍ରୀ ଅସାମାଜିକ ତତ୍ତ୍ୱମାନଙ୍କ ଉପରେ କଡ଼ା ନଜର ରଖିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି
ଶାନ୍ତି ଏବଂ ସଦଭାବନାକୁ ବିପର୍ଯ୍ୟସ୍ତ କରିବାକୁ ଚେଷ୍ଟା କରୁଥିବା ଯେକୌଣସି ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ କଡା ଚେତାବନୀ
ମୁଖ୍ୟମନ୍ତ୍ରୀ ପୋଲିସ ବାହିନୀକୁ ଉଚ୍ଚ ସତର୍କ ରହିବାକୁ ପରାମର୍ଶ
ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି।