ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ "ଆସ ବହିଟିଏ କିଣିବା"

Apr 10, 2026 - 22:39
 6
ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ  "ଆସ ବହିଟିଏ କିଣିବା"

ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ହୋଇଥିବା "ଆସ ବହିଟିଏ କିଣିବା" ଅଭିଯାନ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ ଏବଂ ରଘୁନାଥପାଲି ବିଧାୟକ ଶ୍ରୀ ଦୁର୍ଗାଚରଣ ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି।