ସୁପ୍ରିମ କୋର୍ଟ ପ୍ରଧାନ ବିଚାରପତିଙ୍କ ଓଡିଶା ଗସ୍ତ...
ସୁପ୍ରିମ କୋର୍ଟ ପ୍ରଧାନ ବିଚାରପତିଙ୍କ ଓଡିଶା ଗସ୍ତ...
ସୁପ୍ରିମ କୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଓଡିଶା ଗସ୍ତ
ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ Kanak Vardhan Singh Deo , ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ, ଆଡ଼ଭୋକେଟ ଜେନେରାଲ ଶ୍ରୀ Pitambar Acharya, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା,
ଉନ୍ନୟନ କମିଶନର ତଥା ଅତିରିକୁ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ହାଇକୋର୍ଟର ଅନ୍ୟ ବିଚାରପତି ଓ ବରିଷ୍ଠ ଅଧୂକାରୀ ପ୍ରମୁଖ ଙ୍କ ସହିତ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ଯ ଉପସ୍ଥିତ ଥିଲେ