୧୭ ତମ ବିଧାନସଭା ଅଧୂବେଶନ
ଆସନ୍ତା କାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧୂବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହା ସହ ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି।