23 ଜାନୁଆରୀ 2026ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

Jan 23, 2026 - 13:37
 8
23 ଜାନୁଆରୀ 2026ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

23 ଜାନୁଆରୀ 2026ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ୍ 23 ଜାନୁଆରୀ 2026ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଥମ ଥର ପାଇଁ ଗସ୍ତ କରିବେ।

ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି କଟକ ଏବଂ ପଶ୍ଚିମବଙ୍ଗର କୋଲକାତାରେ ସଂସ୍କୃତି ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ ପରାକ୍ରମ ଦିବସ ସମାରୋହରେ ଯୋଗଦେବେ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 129ତମ ଜନ୍ମବାର୍ଷିକୀ ପାଳନ ପାଇଁ ଏହି କାର୍ଯ୍ୟକ୍ରମଗୁଡ଼ିକ ଆୟୋଜିତ ହେଉଛି।