ମାର୍ଚ୍ଚ ୧୩ ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ

ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି।

Feb 23, 2024 - 16:14
 5
ମାର୍ଚ୍ଚ ୧୩ ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ

ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି ନିର୍ବାଚନ ଆୟୋଗ ସୂତ୍ରରୁ ପ୍ରକାଶ ପାଇଛି।