BMR Association ଓ JSW Group ସହ ଶିଳ୍ପ ପ୍ରତିନିଧିମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ରାଉଣ୍ଡଟେବୁଲ୍ ଆଲୋଚନା କରିଛନ୍ତି।

Sep 11, 2026 - 10:50
 4
BMR Association ଓ JSW Group ସହ ଶିଳ୍ପ ପ୍ରତିନିଧିମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ରାଉଣ୍ଡଟେବୁଲ୍ ଆଲୋଚନା କରିଛନ୍ତି।

Bureau of Middle East Recycling (BMR) Association ଓ JSW Group ସହ ଶିଳ୍ପ ପ୍ରତିନିଧିମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ରାଉଣ୍ଡଟେବୁଲ୍ ଆଲୋଚନା କରିଛନ୍ତି।

ଆଲୋଚନାରେ ମେଟାଲ୍ ରିସାଇକ୍ଲିଂ, ସର୍କୁଲାର ଇକୋନୋମି, ରିସୋର୍ସ ଏଫିସିଏନ୍ସି ଓ ଭାଲ୍ୟୁ-ଆଡେଡ୍ ମାନୁଫାକ୍ଚରିଂ ଉପରେ ଗୁରୁତ୍ୱ ଦିଆଯାଇଛି। 

ଓଡ଼ିଶାର ବିକଶିତ ମେଟାଲ୍ ଓ ମାନୁଫାକ୍ଚରିଂ ଇକୋସିଷ୍ଟମ୍‌କୁ ଆଧାର କରି ରିସାଇକ୍ଲିଂ, ସେକେଣ୍ଡାରୀ ମେଟାଲ୍ ଓ ସର୍କୁଲାର ଇଣ୍ଡଷ୍ଟ୍ରିରେ ନିବେଶ ଓ ପ୍ରଯୁକ୍ତି ସହଯୋଗ ପାଇଁ ଶିଳ୍ପପତିମାନଙ୍କୁ ଓଡ଼ିଶା ଆସିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି।