DGP Y B ଖୁରାନିଆ ନେଲେ ଅବସର....
ଓଡ଼ିଶା ଡିଜିପି ୱାଇ. ବି. ଖୁରାନିଆ ଆସନ୍ତା ଅଗଷ୍ଟ ୧୬ ତାରିଖରେ ସରକାରୀ ସେବାରୁ ଅବସର ଗ୍ରହଣ କରିବେ।
ତାଙ୍କ ଅବସର ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ୱାଇ. ବି. ଖୁରାନିଆ ହେଉଛନ୍ତି ୧୯୯୦ ବ୍ୟାଚର ଜଣେ ବରିଷ୍ଠ ଆଇପିଏସ ଅଫିସର।*
ଓଡ଼ିଶା ଡିଜିପି ୱାଇ. ବି. ଖୁରାନିଆ ଆସନ୍ତା ଅଗଷ୍ଟ ୧୬ ତାରିଖରେ ସରକାରୀ ସେବାରୁ ଅବସର ଗ୍ରହଣ କରିବେ।
ତାଙ୍କ ଅବସର ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ୱାଇ. ବି. ଖୁରାନିଆ ହେଉଛନ୍ତି ୧୯୯୦ ବ୍ୟାଚର ଜଣେ ବରିଷ୍ଠ ଆଇପିଏସ ଅଫିସର।
ରାଜ୍ୟର ନୂତନ ଡିଜିପି ଚୟନ ପ୍ରକ୍ରିୟା ପାଇଁ ଆସନ୍ତା ଅଗଷ୍ଟ ୭ ତାରିଖରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।*