IAS ସ୍ତରରେ ପୁଣି ଅଦଳ ବଦଳ I
ଆଇଏଏସ ଙ୍କ ଅଦଳ ବଦଳରେ; ୧୩ ଅଧିକାରୀଙ୍କୁ ନୂଆ ଦାୟିତ୍ବ ଦିଆଯାଇଥିବା ବେଳେ ସରକାର ସେମାନଙ୍କ ମଧ୍ୟରୁ କେତେ ଜଣ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇ ଥିବା ବେଳେ ଅନ୍ୟ କେତେ ଜଣଙ୍କ ଦାୟିତ୍ୱରେ ପରିବର୍ତ୍ତନ କରିଛନ୍ତି।
ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ
ବିଜୟ କେତନ ଉପାଧ୍ୟାୟଙ୍କୁ ସଂସ୍କୃତି ସଚିବ
ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ,
ଦୀପଙ୍କର ମହାପାତ୍ରଙ୍କୁ ହକି ପ୍ରମୋସନ କାଉନ୍ସିଲ୍ ପରିଚାଳନା ନିର୍ଦ୍ଦେଶକ,
ପ୍ରେକ୍ଷା ଅଗ୍ରୱାଲଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ,
ପ୍ରଣିତା ଦାଶଙ୍କୁ ବାଲିଗୁଡ଼ା ଉପଜିଲ୍ଲାପାଳ,
କସ୍ତୁରୀ ପଣ୍ଡାଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ,
ଅଭିଷେକ ଦିଲୀପ ଦୁଡହାଲ୍ଙ୍କୁ ଗୁଣୁପୁର ଉପଜିଲ୍ଲାପାଳ,
ଅସ୍ନୀ ଏଏଲ୍ଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ,
ସି. ସରବଣାଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ,
ତେଜସ୍ବିନୀ ବେହେରାଙ୍କୁ ସୁନ୍ଦରଗଡ଼ ଉପଜିଲ୍ଲାପାଳ,
ଶିବ ମାଲବ୍ୟଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ
ଅବିନାଶ କୁମାରଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ଉପସ୍ଥାପିତ କରାଯାଇଛି।