IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା
IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା
୨ରୁ ୩ ଘଣ୍ଟାରେ ସ୍ଥଳଭାଗ ଅତିକ୍ରମ କରିବ ଗଭୀର ଅବପାତ
ଉତ୍ତର, ଉତ୍ତର ପଶ୍ଚିମ ଦିଗରେ ଗତି କରିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ
ଛୋଟ ଛୋଟ ଗଛ ଭାଙ୍ଗିପାରେ
ମହାନଦୀର ଉପମୁଣ୍ଡରେ ପ୍ରବଳ ବର୍ଷା ହେବ