OMFED କ୍ଷୀର ଦରରେ ଘଟିଲା ବୃଦ୍ଧି...

Oct 2, 2026 - 11:08
 9
OMFED କ୍ଷୀର ଦରରେ  ଘଟିଲା ବୃଦ୍ଧି...

ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମ୍‌ଫେଡ୍‌

ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି

ଲିଟର ୫୪ ଟଙ୍କାରୁ ବୃଦ୍ଧି ପାଇ ହେବ ୫୮ ଟଙ୍କା

ଟୋନ୍‌ଡ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୨ ଟଙ୍କା ବୃଦ୍ଧି

ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି

ଲିଟର ୫୮ ଟଙ୍କାରୁ ବୃଦ୍ଧି ପାଇ ହେବ ୬୦ ଟଙ୍କା

ପ୍ରିମିୟମ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି

ଗୋଲ୍ଡ ପ୍ଲସ୍‌ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି

ଲିଟର ୬୪ ଟଙ୍କାରୁ ବୃଦ୍ଧି ପାଇ ହେବ ୬୬ ଟଙ୍କା

ଗୋଲ୍ଡ ପ୍ଲସ୍ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି