OSSC ପରୀକ୍ଷାରେ ବଡ଼ ତ୍ରୁଟି .

OSSC ପରୀକ୍ଷାରେ ବଡ଼ ତ୍ରୁଟି . -ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି -ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ -ଆୟୋଗ ତ୍ରୁଟିକୁ ସ୍ବୀକାର କରି ଦୁଃଖ ପ୍ରକାଶ କଲେ -ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଲେ -ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍‌ କଲେ -ଆଜି ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପରୀକ୍ଷା ଥିଲା -ମାତ୍ର ସିଜିଏଲ୍‌ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ -ଏତେବଡ଼ ପରୀକ୍ଷାରେ ତ୍ରୁଟିକୁ ନେଇ ପରୀକ୍ଷାର୍ଥୀ ହତାଶ .

Apr 30, 2025 - 17:53
 40
OSSC ପରୀକ୍ଷାରେ ବଡ଼ ତ୍ରୁଟି .