SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

Jun 23, 2026 - 15:06
 8
SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

ଭୁବନେଶ୍ବର, ୨୨ ଜୁନ 2026

ଭାରତ ସରକାରଙ୍କ ସ୍ବଚ୍ଛ ଏବଂ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (SHVR) ୨୦୨୫-୨୬ ପୁରସ୍କାର ନିମନ୍ତେ ବିଦ୍ୟାଳୟ ଳୟ ଓ ଗଣଶିକ୍ଷା ଅଧ୍ଧରେ ଥିବା ୧୦ ଟି ବିଦ୍ୟାଳୟକୁ ଚୟନ କରାଯାଇଛି । ଓଡ଼ିଶାର ପ୍ରାୟ ୨୦ ଟି ବିଦ୍ୟାଳୟ ୟକୁ ଜାତୀୟ ସ୍ତରୀୟ ମୂଲ୍ୟାଙ୍କନ ପାଇଁ ନୋମିନେଟ୍ କରାଯା ପାଇଥିଲା, ଯେଉଁą ପଉଁଥୁରୁ ୧୦ ଟି ବିଦ୍ୟାଳୟକୁ SHVR ୨୦୨୫-୨୬ ଅନ୍ତର୍ଗତ ଜାତୀୟ ପୁରସ୍କାର ଏବଂ ସ୍ୱୀକୃତି ପାଇଁ ମନୋନୀତ କରା କରାଯାଇଛି ।

ସ୍ବଚ୍ଛ ଏବଂ ହରିତ୍ ବିଦ୍ୟାଳୟ ମୂଲ୍ୟାଙ୍କନ ବା SHVR ମୁଖ୍ୟତଃ ପରିମଳ ଏବଂ ପରିଚ୍ଛନ୍ନତା, ନିରାପଦ ପାନୀୟ ଜଳର ଉପଲବ୍ଧତା, ସବୁଜିମା ଏବଂ ଜୈବ ବିବିଧତା, ବର୍ଜ୍ୟବସ୍ତୁ ପରିଚାଳନା ଅଭ୍ୟାସ ଭଳି ପ୍ରମୁଖ ମାନଦଣ୍ଡ ଉପରେ ବିଦ୍ୟାଳୟଗୁଡ଼ିକୁ ମୂଲ୍ୟାଙ୍କନ କରେ । ଏହି ପଦକ୍ଷେପ ବିଦ୍ୟାଳୟଗୁଡ଼ିକୁ ଛାତ୍ରଛାତ୍ରୀଙ୍କ ସୁସ୍ଥ ସ୍ବାସ୍ଥ୍ୟକୁ ସୁନିଶ୍ଚିତ ଶ୍ଚିତ କରିବା ସହିତ ପରିବେଶ ସୁରକ୍ଷା ଦିଗରେ ଦାୟିତ୍ବପୂର୍ଣ ଅଭ୍ୟାସଗୁଡ଼ିକୁ ଗ୍ରହଣ କରିବାକୁ ଉତ୍ସାହିତ କରିଥାଏ ।

ଏହି ଜାତୀୟସ୍ତରୀୟ ମାନ୍ୟତା ଓଡ଼ିଶାର ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ସ୍କୁଲ ପରିଚାଳନା କମିଟି ଏବଂ ସ୍ଥାନୀୟ ସମ୍ପ୍ରଦାୟର Iଳିତ ପ୍ରୟାସକୁ ପ୍ରତିଫଳିତ କରୁଛି । ଏହି ସ୍ୱୀକୃତି ପାଇବା ପରେ ବିଦ୍ୟାଳୟସ୍ତରରେ ପରି ବେଶ ସୁରକ୍ଷାର ବାର୍ତ୍ତା ପହଞ୍ଚାଇବାରେ ଓଡ଼ିଶା ଏକ ଅଗ୍ରଣୀ ଅଗ୍ରଣୀ ରାଜ୍ୟ ଭାବରେ ଉଭା ହେବ । ସୂଚନାଯୋଗ୍ୟ, ଜାତୀୟସ୍ତରରେ ୨୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ୧୯୧ ସ୍କୁଲକୁ SHVR 909 ୨୦୨୫-୨୬ ଅଧୀନରେ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ପ୍ରତ୍ୟେକ ବିଜେତା ବିଦ୍ୟାଳୟକୁ ୧ ଲକ୍ଷ ଟଙ୍କା ନଂ ପୁରସ୍କାର, ସ୍କାର, ସ୍ବୀକୃତି ପ୍ରମାଣପତ୍ର ଏବଂ ତିନି ଦିନିଆ ଏକ୍ସପୋଜର ପରିଦର୍ଶନରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ । ନଗଦ