ଅଗଷ୍ଟ ୩୧ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ...

Aug 29, 2026 - 16:02
 3
ଅଗଷ୍ଟ ୩୧ ରେ ମୁଖ୍ୟମନ୍ତ୍ରୀଙ୍କ  ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ...

ଆସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । 

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଆସନ୍ତା ସୋମବାର ତା.୩୧.୦୮.୨୦୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l 

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । 

ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।