ଅନୁଗୋଳ ଆଠମଲ୍ଲିକର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ
ଅନୁଗୋଳ ଆଠମଲ୍ଲିକର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ
ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ସହ ସ୍ବାସ୍ଥ୍ୟ ପ୍ରଦାନ ହେଉ ‘ଓଡ଼ିଶା ଦିବସ’ର ମୂଳ ସଂକଳ୍ପ – ଧର୍ମେନ୍ଦ୍ର ପ୍ରଧାନ
ପ୍ରାୟ ୨୦୪ କୋଟି ୩୨ ଲକ୍ଷ ଟଙ୍କାରୁ ଅଧିକ ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ଅଞ୍ଚଳର ପ୍ରଗତି ପଥକୁ ପ୍ରଶସ୍ତ କରିବ
ଗରିବଙ୍କୁ ପକ୍କା ଘର, ଚାଷୀ ଓ ମହିଳାଙ୍କୁ ସ୍ବାବଲମ୍ବୀ କରିବା ସହ ଯୁବବର୍ଗଙ୍କୁ ରୋଜଗାର ଦେବା ଡବଲ ଇଞ୍ଜିନ ସରକାରର ପ୍ରାଥମିକତା
ଆଠମ ମଲ୍ଲିକରେ ଉତ୍ପାଦିତ କୃଷିଜାତ ଦ୍ରବ୍ୟର ସଠିକ୍ ମୂଲ୍ୟ ପାଇଁ ବ୍ୟବସାୟିକ ଭିତ୍ତିଭୂମି ପ୍ରସ୍ତୁତ କରିବା ପାଇଁ । ଜିଲ୍ଲା ପ୍ରଶାସନକୁ ପରାମର୍ଶ
ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ଅଞ୍ଚଳରେ ରହୁଥିବା ଲୋକମାନଙ୍କର ସମସ୍ୟାର ସମାଧାନ ପାଇଁ ହେବ ବୈଠକ
ଲୋକମାନଙ୍କର ବିଭିନ୍ନ ସମସ୍ୟା ଓ ଦାବିପତ୍ର ଗୁଡ଼ିକୁ ସମାଧାନ କରିବା ପାଇଁ ହେବ ପ୍ରୟାସ
ଅନୁଗୋଳ / ଆଠମଲ୍ଲିକ, ମାର୍ଚ୍ଚ ୩୧, ୨୦୨୬ – ୧୯୩୬ ଏପ୍ରିଲ ୧ରେ ଭାଷାଭିଭିକ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଶା ପ୍ରଦେଶ ଗଠିତ ହୋଇଥିଲା ଲା । । ୨୦୩୬ରେ ଆମେ ଓଡ଼ିଶା ଓଡ଼ିଶା ଗଠନର ଶତବାର୍ଷିକୀ ପାଳନ କରିବା । ଏହି ସମୟ ମଧ୍ୟରେ 'ବିକଶିତ ଭାରତ' ଓ 'ବିକଶିତ ଓଡ଼ିଶା'ର ସ୍ବପ୍ନ ସେତେବେଳେ ସାକାର ହେବ, ଯେତେବେଳେ ଆମ ଓଡ଼ି ଓଡ଼ିଆ ପିଲାମାନେ ସୁସ୍ଥ ରହିବା ସହ ସହ ଉତ୍ତମ ଶିକ୍ଷା ପାଇବେ । ଏହି ଲକ୍ଷ୍ୟ ପୂରଣ ପାଇଁ ଆମ ସମସ୍ତଙ୍କର ଦାୟିତ୍ବ ୟିତ୍ଵ ରହିଛି ବୋଲି ‘ଉତ୍କଳ ଦିବସ'ର ଗୋଟିଏ ଦିନର ଅବ୍ୟବହିତ ଅ ପୂର୍ବରୁ ଆଠମଲ୍ଲିକରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ॥ଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ବ୍ୟୟରେ ନ ମଙ୍ଗଳବା ଙ୍ଗଳବାର ଆଠମ Iଠମଲ୍ଲିକର ସର୍ବାଙ୍ଗୀନ ବିକାଶ ପାଇଁ ପ୍ରାୟ ୨୦୪ କୋଟି ୩୨ ଲକ୍ଷ ଟଙ୍କାରୁ ଅଧିକ ବିଭିନ୍ନ ଜନହିତକର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରି କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଯେ, ମାନ୍ୟ ନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ' ମନ୍ତ୍ରରେ ଅଞ୍ଚଳର ପ୍ରଗତି ପଥ ପଥକୁ ପ୍ରଶସ୍ତ କରିବ । ସେ ଆହୁରି କହିଛନ୍ତି, ଆଠମଲ୍ଲିକ ହେଉଛି ଅପାର ସମ୍ଭାବନାର ଅଞ୍ଚଳ । ଡବଲ ଇଞ୍ଜିନ ସରକାର ଏଠାକାର ଗରିବ ଓ ମଧ୍ୟବିତ୍ତ ପରିବାରଙ୍କ ସହାୟତା ପାଇଁ ଆବାସ ଯୋଜନାରେ ଶହ ଶହ ନୂଆ ପକ୍କାଘର ନିର୍ମାଣର ଲକ୍ଷ୍ୟ ରଖିଛନ୍ତି । ଏଥିପାଇଁ ଜିଲ୍ଲାପାଳଙ୍କୁ ଏକ ଆଧୁନିକ ହାଉସିଂ ପ୍ରୋଜେକ୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି, ଯାହାଦ୍ବାରା ଅଞ୍ଚଳର ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ଉପକୃତ ହୋଇପାରିବେ । ସେହିପରି ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା କରିବା ସହ ନୂଆ ହିତାକାରୀଙ୍କୁ ଭତ୍ତା ପ୍ରଦାନ କରି ଆମ ସରକାର 'ଅନ୍ତୋଦୟ' ଲକ୍ଷ୍ୟ ପୂରଣ ଦିଗ ଗରେ ନିରନ୍ତର କାର୍ଯ୍ୟ କରୁଛନ୍ତି ।
ଆଠମଲ୍ଲିକ ଏକ କୃଷି ପ୍ରଧାନ ଅଞ୍ଚଳ ହୋଇଥିବାରୁ ଏ ଏଠାରେ ଚିନାବାଦାମ, ଡାଲି ଜାତୀୟ ଜାତୀୟ ଶସ୍ୟ, ଶସ୍ୟ ପନିପରିବା ସହିତ ଆମ୍ବ, ପଣସ, ଲିଚୁ ଓ ଲେମ୍ବୁ ଭଳି ଫଳ ବହୁ ପରିମାଣ ଣରେ ଉତ୍ପାଦିତ ହେଉଛି । ଏହି କୃଷିଜାତ
ଦ୍ରବ୍ୟଗୁଡ଼ିକର ସଠିକ୍ ବିକ୍ରୟ ପାଇଁ ଏକ ବ୍ୟବସାୟିକ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ଏବଂ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ର୍ଦ୍ଦଶ ଦି ଦିଆଯାଇଛି I ସାତକୋଶିଆର ବିକାଶ ପାଇଁ ଭାରତ ରତ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯାଇଛି । ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ଅଞ୍ଚଳ ସମସ୍ଯା ଞ୍ଚଳରେ ରହୁଥିବା ଲୋକମାନଙ୍କର ସେମାନଙ୍କ ମନରେ ଥିବା ଦ୍ବନ୍ଦ୍ବକୁ ଦୂର କରିବା ପାଇଁ ଆସନ୍ତା ଏପ୍ରିଲ ମାସରେ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠ ତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ, ଯେଉଁଠାରେ ସ୍ଥାନୀୟ ଲୋକଙ୍କ ଅଭିଯୋଗ ଶୁଣାଯିବା ସହ ସମ ସମାଧାନର ବାଟ ବାହାର କରାଯାଇ ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯିବ ।
ହେବ ଏବଂ ଅଞ୍ଚଳ ଞ୍ଚଳର ଆର୍ଥିକ ର୍ଥିକ ଅଭିବୃଦ୍ଧି ଘ ଏହି ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ସୁବିଧା ସହ କଳା ଓ ସଂସ୍କୃତିର ସୁରକ୍ଷା ପାଇଁ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଉଛି । ଏହା ବ୍ୟତୀତ ତୀତ ମହି ମହିଳାମାନଙ୍କ ଆର୍ଥିକ ବିକାଶ ପାଇଁ 'ସୁଭଦ୍ରା' ଯୋଜନା ମାଧ୍ୟମରେ ସେମାନଙ୍କୁ ସ୍ବାବଲମ୍ବୀ କରିବା ଏବଂ ସେମାନଙ୍କ ନଙ୍କ ଉତ୍ପାଦିତ ସାମଗ୍ରୀ ପାଇଁ ଉପଯୁକ୍ତ ବଜାର ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି । ଲୋକମାନଙ୍କର ବିଭିନ୍ନ ସମସ୍ୟା ଓ ଦାବିପତ୍ର ଗୁଡ଼ିକୁ ସ୍ଥାନୀୟ ବିଡିଓ, ତହସିଲଦାର ଏବଂ ସବ-କଲେକ୍ଟରଙ୍କ ଜରିଆରେ ସମାଧାନ କରିବାକୁ ପ୍ରତିଶ୍ରୁତି ଦିଆଯାଇଛି । ଆଗାମୀ ଦିନରେ ଏହି ଅଞ୍ଚଳର ଭିତ୍ତିଭୂମିକୁ ଅଧୂକ ସୁଦୃଢ଼ କରାଯିବ, ଯାହାଦ୍ବାରା ସ୍ଥାନୀୟ ଲୋକଙ୍କ ପାଇଁ ରୋଜଗ ଜଗାରର ନୂଆ ସୁଯୋଗ ସୃଷ୍ଟି ଘଟିବ ବୋଲି ଶ୍ରୀ ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି I
ସୂଚନାଯୋଗ୍ୟ, ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ସମୁଦାୟ १०४.० ୪.୩୨ କୋଟି ଟଙ୍କାର ୯୧ଟି ବିଭିନ୍ନ ପ୍ରକଳ୍ପର ଶିଳ ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି I ଏଥୁମଧ୍ଯ ଧୂମଧ୍ୟରୁ ୧୮୩.୮୫ କୋଟି ଟଙ୍କା ବ୍ୟୟରେ ୬୨ଟି ପ୍ରକଳ୍ପର ଶିଳାନ୍ୟାସ କରାଯାଇଥ ଯାଇଥିବା ବେଳେ ୨୦.୪୭ ୦.୪୭ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୨୯ଟି ପ୍ରକଳ୍ପର ଲୋକାର୍ପଣ ର୍ପଣ କରାଯାଇଛି । ପୂର୍ବ | ବିଭାଗ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ବିଭା ବିଭାଗ ଅଧ ଅଧୀନରେ ଥିବା ଏହିସବୁ ପ୍ରକଳ୍ପ ଆ ଆଗାମୀ ଦିନରେ ଆଠମଲ୍ଲିକ ଅଞ୍ଚଳର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଜନସାଧାରଣଙ୍କ ଜୀବନଧାରଣରେ ବ୍ୟାପକ ପରିବର୍ତ୍ତନ ଆଣିବ ।
ଶ୍ରୀ ପ୍ରଧାନ ଏହି ଗସ୍ତକାଳରେ ଆଠମଲ୍ଲିକ ସ୍ଥିତ ଶ୍ରୀ ରଘୁନାଥ ମନ୍ଦିର ଓ ଅଇଡ଼ା ଓଲଥ ସ୍ଥିତ ଶ୍ରୀରାମ ମନ୍ଦିର ଦର୍ଶନ କରିଥିଲେ ।