ଅରୁଣ ସାହୁ ଏବେ ଅଡୁଆରେ...

Jul 28, 2026 - 21:13
 21
ଅରୁଣ ସାହୁ ଏବେ ଅଡୁଆରେ...

ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ଅଡୁଆ ବଢ଼ିଲା

ଅରୁଣଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ହାଇକୋର୍ଟରେ ଚାଲିଥିବା ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି ହେବ

୬ ମାସରେ ମାମଲାର ଶୁଣାଣି ଶେଷ କରିବାକୁ ହାଇକୋର୍ଟଙ୍କୁ ନିର୍ଦ୍ଦେଶ

ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ମନା କରିଥିଲେ ହାଇକୋର୍ଟ

ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରୁଣ