ଆଉ ନାହାନ୍ତି ପୂର୍ବତନ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ...

Jul 27, 2026 - 09:10
 25
ଆଉ ନାହାନ୍ତି ପୂର୍ବତନ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ...

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ ଘଟିଛି। 

ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମାତ୍ର ୫୩ ବର୍ଷ ବୟସରେ ଆଖି ବୁଜିଛନ୍ତି ସୁଶାନ୍ତ ସିଂ।

ଭଟଲିରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। 

୨୦୦୯, ୨୦୧୪ ଓ ୨୦୧୪ରେ ବିଜେଡିରୁ ବିଧାୟକ ଥିଲେ। 

ବିଜେଡି ସରକାରରେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଥିଲେ। 

ସୁଶାନ୍ତଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।