ଆସନ୍ତା କାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି...

Aug 2, 2026 - 21:15
 13
ଆସନ୍ତା କାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି...

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା କାଲି ଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ।

ଆସନ୍ତା କାଲି ରାଷ୍ଟ୍ରପତି କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ।

୪ ଅଗଷ୍ଟରେ ରାଷ୍ଟ୍ରପତି ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଟ୍ରେନ ଯାତ୍ରା କରିବେ 

ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ ଏବଂ ଆଳତୀ କରିବେ।