ଇହଲୀଳାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କା...
ଇହଲୀଳାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କା...
ବାଚସ୍ପତ୍ତି ସୁରମା ପାଢ଼ୀଙ୍କ ସହିତ ବିଧାନ ସଭା ସଦସ୍ୟଗଣ ବିଧାନ ସଭା ପରିସରରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ
୮୬ ବର୍ଷ ବୟସରେ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ
୧୯୯୫-୨୦୦୦ ମସିହା ଯାଏଁ ଚୌଦ୍ଵାର ବିଧାୟକ ଥିଲେ
୧୯୮୮-୯୪ ମସିହା ଯାଏଁ ରାଜ୍ୟସଭା ସାଂସଦ ଥିଲେ
ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ