ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପୁଣ୍ଯ ତିଥି ଅବସରରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଭୁବନେଶ୍ବର ରାଜଭବନ ଛକସ୍ଥିତ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ କରିଛନ୍ତି

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପୁଣ୍ଯ ତିଥି ଅବସରରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଭୁବନେଶ୍ବର ରାଜଭବନ ଛକସ୍ଥିତ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ କରିଛନ୍ତି l ବିକଶିତ ଓଡିଶା ତଥା ବିକଶିତ ଭାରତ ନିର୍ମାଣ ନିମନ୍ତେ ସମସ୍ତେ ସଂକଳ୍ପବଦ୍ଧ ହେବାକୁ ରାଜ୍ୟପାଳ ଆହ୍ଵାନ ଦେଇଛନ୍ତି l